ସୁମିତ-ତପସ୍ବିନୀ ମାମଲା : ରାଜଭବନରୁ ଜିଲ୍ଲାପାଳଙ୍କୁ ତଦନ୍ତ ନିର୍ଦ୍ଦେଶ

ବ୍ରହ୍ମପୁର: ବହୁ ଚର୍ଚ୍ଚିତ ସୁମିତ୍‌-ତପସ୍ବିନୀ ମାମଲାର ସମାଧାନ ବାଟ ଫିଟୁ ନାହିଁ। ନ୍ୟାୟ ପାଇଁ ବୋହୂ ତପସ୍ବିନୀ ଦାଶ ଗତମାସ ୨୦ତାରିଖରେ ରାଜ୍ୟପାଳଙ୍କ ନିକଟକୁ ପତ୍ର ଲେଖିଥିଲେ। ଏହି ମାମଲାର ତଦନ୍ତ କରିବା ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କ ନିକଟକୁ ରାଜଭବନରୁ ଚିଠି ଜାରି କରାଯାଇଛି। ଘଟଣାର ତଦନ୍ତ କରି ଆବେଦନକାରୀ ଏବଂ ରାଜଭବନକୁ ଜଣାଇବା ପାଇଁ ନିର୍ଦ୍ଦେଶ ରହିଛି। ତପସ୍ବିନୀ ବ୍ରହ୍ମାନଗରସ୍ଥିତ ଶ୍ବଶୁର ଘର ବାରଣ୍ଡାରେ ଧାରଣା ଜାରି କରିଛନ୍ତି। … Continue reading ସୁମିତ-ତପସ୍ବିନୀ ମାମଲା : ରାଜଭବନରୁ ଜିଲ୍ଲାପାଳଙ୍କୁ ତଦନ୍ତ ନିର୍ଦ୍ଦେଶ