ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନି

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଦୁଇ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। କରୋନାରେ ପ୍ରାଣ ହରାଇଥିବା ଆଉ ୨ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ବାଲେଶ୍ବର ଜିଲ୍ଲାରୁ ୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ତାଙ୍କର ବୟସ ୮୪ ବର୍ଷ ଓ ସେ ଜଣେ ମହିଳା ବୋଲି ଜଣାଯାଇଛି। ସେହିପରି ଗଞ୍ଜାମ ଜିଲ୍ଲାର ଜଣେ … Continue reading ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନି