ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକରେ ୯ଟି ପ୍ରସ୍ତାବକୁ ମଞ୍ଜୁରି

୫ ମହାନଗର ନିଗମରେ ଜାଗା ମିସନ୍, ଶିକ୍ଷକ ଓ ଅଣଶିକ୍ଷକମାନଙ୍କ ଲାଗି ସପ୍ତମ ବେତନ କମିସନ୍ ଲାଗୁ ଭୁବନେଶ୍ୱର: ଶୁକ୍ରବାର ଦିନ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଧ୍ୟାହ୍ନ ସାଢ଼େ ୧୨ଟାରେ ଭର୍ଚୁଆଲ୍ ପ୍ଲାଟ୍‌ଫର୍ମରେ ଏହି ବୈଠକ ହୋଇଛି। ଏଥିରେ ୯ଟି ପ୍ରସ୍ତାବରେ ମୋହର ଲାଗିଥିବାର ସୂଚନା ମିଳିଛି। ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ ଅଧ୍ୟାପକମାନଙ୍କୁ … Continue reading ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକରେ ୯ଟି ପ୍ରସ୍ତାବକୁ ମଞ୍ଜୁରି