ଦୁବାଇ ସୁପର ସିରିଜ୍‌ ବ୍ୟାଡ୍‌ମିଣ୍ଟନ୍‌: ଟ୍ରଫି ପାଇଁ ଲଢ଼ିବେ ସିନ୍ଧୁ-ଆମାଗୁଚି

ଦୁବାଇ: ଚଳିତ ଦୁବାଇ ସୁପର ସିରିଜ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ଲିଗ୍‌ ପର୍ଯ୍ୟାୟରେ ଅପରାଜେୟ ସହ ସେମିଫାଇନାଲ୍‌ରେ ପହଞ୍ଚିଥିବା ଭାରତୀୟ ଲଳନା ପିଭି ସିନ୍ଧୁ ବିଜୟ ଧାରା ଜାରି ରଖି ଫାଇନାଲ୍‌ରେ ପ୍ରବେଶ କରିଛନ୍ତି। ଶନିବାର ଖେଳା ଯାଇଥିବା ଦ୍ୱିତୀୟ ସେମିଫାଇନାଲ୍‌ରେ ବିଶ୍ୱ ମାନ୍ୟତାର ତୃତୀୟ ସିନ୍ଧୁ ୨୧-୧୫, ୨୧-୧୮ ସିଧାସଳଖ ଗେମ୍‌ରେ ଚୀନ୍‌ ପ୍ରତିଦ୍ୱନ୍ଦ୍ୱୀ ଚେନ୍‌ ୟୁଫେଇଙ୍କୁ ପରାସ୍ତ କରିଥିଲେ। ଏହି ମ୍ୟାଚ୍‌ ଜିତିବାକୁ ସିନ୍ଧୁଙ୍କୁ ୫୯ ମିନିଟ୍‌ ଲାଗିଥିଲା। … Continue reading ଦୁବାଇ ସୁପର ସିରିଜ୍‌ ବ୍ୟାଡ୍‌ମିଣ୍ଟନ୍‌: ଟ୍ରଫି ପାଇଁ ଲଢ଼ିବେ ସିନ୍ଧୁ-ଆମାଗୁଚି