ବାହାଘର ପାଇଁ ଆସିଲା ନୂଆ ଗାଇଡଲାଇନ : କ’ଣ ରହିବ କଟକଣା ?

ଭୁବନେଶ୍ବର: ରାଜ୍ୟରେ କରୋନା ଭାଇରସ୍‌ ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ବଢି ଚାଲିଥିବା ବେଳେ ରାଜ୍ୟ ସରକାର ଆଜି ନୂଆ କରୋନା ଗାଇଡଲାଇନ ଜାରି କରିଛନ୍ତି। ବିଭିନ୍ନ କଟକଣା ସହ ଗାଇଡଲାଇନ ଜାରି କରାଯାଇଛି। ଜୀବନ ସହ ଜୀବିକା ଉପରେ ଗୁରୁତ୍ୱ ଦିଆଯାଇଛି। ତେବେ ନୂଆକରି ଆସିଥିବା ଗାଇଡଲାଇନରେ ବାହାଘରକୁ ନେଇ ନୂଆ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର। ବାହାଘର ଓ ବ୍ରତଘରରେ ସର୍ବାଧିକ ୧୦୦ ଜଣଙ୍କୁ … Continue reading ବାହାଘର ପାଇଁ ଆସିଲା ନୂଆ ଗାଇଡଲାଇନ : କ’ଣ ରହିବ କଟକଣା ?