ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା କୋଭିଡ୍ ମୁକାବିଲା ପ୍ରସ୍ତୁତି ସମୀକ୍ଷା

ପୂର୍ଣ୍ଣ ନିଷ୍ଠା ଓ ସହୃଦୟତାର ସହ କୋଭିଡ୍‌ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ ଭୁବନେଶ୍ୱର: ସମ୍ଭାବ୍ୟ କୋଭିଡ୍ ଲହରର ମୁକାବିଲା ନିମନ୍ତେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଜିଲ୍ଲା, ପୌରାଞ୍ଚଳ ଏବଂ ହସ୍ପିଟାଲସ୍ତରୀୟ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ୍ ମୋଡ୍‌ରେ ବିଭିନ୍ନ ଜିଲ୍ଲାପାଳ, ପୌର କମିସନର, ସରକାରୀ ଏବଂ ଘରୋଇ ହସ୍ପିଟାଲଙ୍କ ସହ ସିଧାସଳଖ ଆଲୋଚନା କରି … Continue reading ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା କୋଭିଡ୍ ମୁକାବିଲା ପ୍ରସ୍ତୁତି ସମୀକ୍ଷା