ଜୋହାନେସବର୍ଗ ଟେଷ୍ଟରେ ଭାରତର ପରାଜୟ

ଜୋହାନେସବର୍ଗ : ଜୋହାନେସବର୍ଗର ଓ୍ବାଣ୍ଡରର୍ସ ଷ୍ଟାଡିୟମଠାରେ ଖେଳାଯାଇଥିବା ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଭାରତକୁ ୭ ଓ୍ବିକେଟରେ ପରାସ୍ତ କରିଛି। ଏହି ବିଜୟ ସହ ସିରିଜ ୧-୧ ସ୍ତରକୁ ଆସିଯାଇଛି । ବିଜୟ ପାଇଁ ଭାରତ ପକ୍ଷରୁ ଦକ୍ଷିଣ ଆଫ୍ରିକା ଆଗରେ ୨୪୦ ରନର ବିଜୟ ଲକ୍ଷ୍ୟ ରଖାଯାଇଥିବାବେଳେ ଦକ୍ଷିଣ ଆଫ୍ରିକା ବର୍ଷା ବାଧାପ୍ରାପ୍ତ ମ୍ୟାଚର ୪ର୍ଥ ଦିନରେ ମାତ୍ର ୩ ଓ୍ବିକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। … Continue reading ଜୋହାନେସବର୍ଗ ଟେଷ୍ଟରେ ଭାରତର ପରାଜୟ