ଶ୍ରୀମନ୍ଦିରରେ କଟକଣା : ସୋମବାର ଠାରୁ ୩୧ ଯାଏଁ ଭକ୍ତଙ୍କୁ କାଳିଆ ଦର୍ଶନ ମନା

ପୁରୀ: ରାଜ୍ୟରେ କୋଭିଡ-୧୯ ସଂକ୍ରମଣ ପୁଣି ଥରେ ହଠାତ୍‌ ବଢ଼ିଯିବାରୁ କଟକଣା ବଢ଼ିଛି। କରୋନାର ପ୍ରଭାବ ପୁରୀ ସହର ଉପରେ ପଡ଼ିଛି। ଆସନ୍ତା ଜାନୁଆରି ୧୦ ତାରିଖ ଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ଜାନୁଆରି ୩୧ ତାରିଖ ଯାଏଁ ଶ୍ରଦ୍ଧାଳୁୁଙ୍କୁ ଶ୍ରୀମନ୍ଦିର ମନା ରହିବ। ସେବାୟତଙ୍କ ପ୍ରସ୍ତାବ କ୍ରମେ ଆଜି ପରିଚାଳନା ଓ ଛତିଶା ନିଯୋଗ ବୈଠକରେ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।ସୂଚନାଯୋଗ୍ୟ, କରୋନା କଟକଣା … Continue reading ଶ୍ରୀମନ୍ଦିରରେ କଟକଣା : ସୋମବାର ଠାରୁ ୩୧ ଯାଏଁ ଭକ୍ତଙ୍କୁ କାଳିଆ ଦର୍ଶନ ମନା