ଟ୍ୱିନ୍ ସିଟିରେ ରାତି ୯ଟାରୁ ଲାଗୁ ହେବ ନାଇଟ୍ କର୍ଫ୍ୟୁ : ନିୟମ ଖିଲାପ କଲେ ୭ ଦିନ ପାଇଁ ଦୋକାନ ବନ୍ଦ

ଭୁବନେଶ୍ୱର: କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ରାଜ୍ୟର ସହରାଞ୍ଚଳଗୁଡ଼ିକରେ ନାଇଟ କର୍ଫ୍ୟୁ କଡାକଡି ହେବ। କଟକ-ଭୁବନେଶ୍ୱରରେ ଏହାକୁ କଡାକଡି ପାଳନ କରାଯିବ ବୋଲି କହିଛନ୍ତି ପୁଲିସ କମିସନର। ରାତି ୯ଟାରୁ ସକାଳ ୫ଟା ଯାଏଁ ପୁଲିସ ପଇଁତରା ମାରିବ। ନିୟମ ଭାଙ୍ଗିଲେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦେଇଛନ୍ତି ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ। ସେ କହିଛନ୍ତି, ନାଇଟ କର୍ଫ୍ୟୁ ସମୟରେ ସମସ୍ତ ହୋଟେଲ, ରେଷ୍ଟୁରାଣ୍ଟ ଓ … Continue reading ଟ୍ୱିନ୍ ସିଟିରେ ରାତି ୯ଟାରୁ ଲାଗୁ ହେବ ନାଇଟ୍ କର୍ଫ୍ୟୁ : ନିୟମ ଖିଲାପ କଲେ ୭ ଦିନ ପାଇଁ ଦୋକାନ ବନ୍ଦ