ରାଜ୍ୟରେ ୨୪ ଘଣ୍ଟାରେ ୩୬୭୯ ପଜିଟିଭ୍ ଚିହ୍ନଟ : ୩୮୪ ଜଣ ଶିଶୁ ଓ କିଶୋର ସଂକ୍ରମିତ

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୨୩ ଜଣ ଆକ୍ରାନ୍ତ ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୧୪୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୫୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୮୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ … Continue reading ରାଜ୍ୟରେ ୨୪ ଘଣ୍ଟାରେ ୩୬୭୯ ପଜିଟିଭ୍ ଚିହ୍ନଟ : ୩୮୪ ଜଣ ଶିଶୁ ଓ କିଶୋର ସଂକ୍ରମିତ