ବାହାର ଜିଲ୍ଲା ଲୋକଙ୍କୁ ସ୍ୱର୍ଗଦ୍ୱାର ମନା

ପୁରୀ : କୋଭିଡ୍‌ ସଂକ୍ରମଣ ବଢ଼ିବା ପରେ ବାହାର ଜିଲ୍ଲା ଲୋକଙ୍କୁ ସ୍ବର୍ଗଦ୍ବାର ବାରଣ କରାଯାଇଛି। ବାହାର ଜିଲ୍ଲାର ଲୋକେ ଆଉ ସ୍ବର୍ଗଦ୍ବାରରେ ଶବଦାହ କରିପାରିବେନି। ଏହି କଟକଣା ଆସନ୍ତା ୧୦ ତାରିଖରୁ ଲାଗୁ ହେବାକୁ ଯାଉଛି। କେବଳ ଜିଲ୍ଲା ଭିତର ଲୋକେ ସ୍ବର୍ଗଦ୍ବାରରେ ଶବଦାହ କରିପାରିବେ। କିନ୍ତୁ ଶବଦାହ ପୂର୍ବରୁ ମୃତକ କୋଭିଡ୍‌ ଆକ୍ରାନ୍ତ କି ନୁହେଁ, ତାହାର ପ୍ରମାଣପତ୍ର ଦେଖାଇବାକୁ ପଡ଼ିବ। ଆଜି ସ୍ବର୍ଗଦ୍ବାର ପରିଚାଳନା କମିଟି … Continue reading ବାହାର ଜିଲ୍ଲା ଲୋକଙ୍କୁ ସ୍ୱର୍ଗଦ୍ୱାର ମନା