ରାଜଧାନୀର ପୁଣି ଦୁଇଟି ସ୍ଥାନ କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର: ରାଜଧାନୀର ପୁଣି ଦୁଇଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଆଜି ଭୁବନେଶ୍ୱର ମହାନଗର ନିଗମର ଝାରପଡ଼ା ଅଞ୍ଚଳରେ ଦୁଇଟି କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ବିଏମସି। ମିଳିଥିବା ସୂଚନା ଅନୁଯାୟୀ, ଝାରପଡ଼ାର ଜଗନ୍ନାଥ ଆଭେନ୍ୟୁ ଓ ବାଲାଜୀ କଂପ୍ଲେକ୍ସକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଏହି ଅଞ୍ଚଳରୁ କୌଣସି ଲୋକ ବାହାରକୁ ଯାଇପାରିବେ ନାହିଁ କିମ୍ବା ବାହାରୁ ମଧ୍ୟ କେହି ପ୍ରବେଶ କରିପାରିବେ ନାହିଁ ବୋଲି ବିଏମସି … Continue reading ରାଜଧାନୀର ପୁଣି ଦୁଇଟି ସ୍ଥାନ କଣ୍ଟେନମେଣ୍ଟ ଜୋନ୍