କରୋନା ପାଇଁ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବଢ଼ୁଥିବା କରୋନା ସଂକ୍ରମଣ ମଧ୍ୟରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ଭିଡିଓ କନଫରେନ୍ସ ମାଧ୍ୟମରେ ଏହି ସଭା ଅନୁଷ୍ଠିତ ହେଉଛି। ଏହି ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଙ୍କ ବ୍ୟତୀତ ଗୃହମନ୍ତ୍ରୀ ଅମିତ ଶାହା, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡଭ୍ୟ, କ୍ୟାବିନେଟ ସଚିବ ରାଜୀବ ଗାବା, ଗୃହ ସଚିବ ଅଜୟ ଭଲ୍ଲା, ସ୍ୱାସ୍ଥ୍ୟ ସଚିବ ରାଜେଶ … Continue reading କରୋନା ପାଇଁ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ