ଭରତପୁର ତାରିଣୀ ବସ୍ତିରେ ଯୁବତୀଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

ଭୁବନେଶ୍ବର : ଭୁବନେଶ୍ବର ଉପକଣ୍ଠ ଭରତପୁରରେ ଜଣେ ଯୁବତୀଙ୍କ ମୃତଦେହ ଜବତ ହୋଇଛି। ଉକ୍ତ ଯୁବତୀଙ୍କୁ ହତ୍ୟା କରି ଫିଙ୍ଗି ଥିବା ସନ୍ଦେହ କରାଯାଉଛି। ଭୋଜି ଭାତ କରି ଯୁବତୀଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘଟଣା ସ୍ଥଳରେ ଭରତପୁର ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଘଟଣା ସ୍ଥଳରେ ଫରେନସିକ ଟିମ ଏବଂ ବରିଷ୍ଠ ପୋଲିସ ଅଧିକାରୀ ପହଞ୍ଚିଛନ୍ତି। ମୃତା ଯୁବତୀ … Continue reading ଭରତପୁର ତାରିଣୀ ବସ୍ତିରେ ଯୁବତୀଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ