ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୨ଟି ଶିଳ୍ପ ପ୍ରକଳ୍ପ ଉଦଘାଟିତ : ୧୧ଟିର ଶିଳାନ୍ୟାସ

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ଟି ଶିଳ୍ପ ପ୍ରକଳ୍ପର ଉଦଘାଟନ କରିଥିବାବେଳେ ୧୧ଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏସବୁ ପ୍ରକଳ୍ପରେ ମୋଟ ୨୩୫୯ କୋଟି ଟଙ୍କାର ପୁଞ୍ଜି ନିବେଶ ଆସିଥିବାବେଳେ ୩୨୦୦ ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଉଦଘାଟିତ ହୋଇଥିବା ୨ଟି ଶିଳ୍ପ ପ୍ରକଳ୍ପ ହେଲା ଯାଜପୁର କଳିଙ୍ଗନଗରସ୍ଥିତ ୧.୫ ନିୟୁତ ଟନ କ୍ଷମତା ବିଶିଷ୍ଟ ସିମେଣ୍ଟ ଗ୍ରିଣ୍ଡିଂ ୟୁନିଟ ଓ ବଲାଙ୍ଗୀରଠାରେ ସ୍ବସ୍ତି … Continue reading ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୨ଟି ଶିଳ୍ପ ପ୍ରକଳ୍ପ ଉଦଘାଟିତ : ୧୧ଟିର ଶିଳାନ୍ୟାସ