ଘୋଷଣା ହେଲା ପଞ୍ଚାୟତ ନିର୍ବାଚନ ତାରିଖ : ଫେବୃଆରୀ ୧୬ରୁ ମତଦାନ ଆରମ୍ଭ, ୨୮ରେ ସରିବ ଗଣତି

ଭୁବନେଶ୍ୱର: ଆଜି ରାଜ୍ୟ ନିର୍ବାଚନ କମିସନ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଭୁବନେଶ୍ବର ଗୀତଗୋବିନ୍ଦ ସଦନରେ ରାଜ୍ୟ ନିର୍ବାଚନ କମିସନ୍ ଏକ ସାମ୍ବାଦିକ ସମ୍ମିଳନୀ କରି ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଏଥିସହ ଆଜିଠାରୁ ଆଦର୍ଶ ଆଚରଣବିଧି ଲାଗୁ ହୋଇଛି। ଘୋଷଣା ମୁତାବକ, କୋଭିଡ୍ କଟକଣା ଭିତରେ ସକାଳ ୭ଟାରୁ ମଧ୍ୟାହ୍ନ ୧ଟା ଯାଏ ମତଦାନ କରାଯାଇପାରିବ। ପାଞ୍ଚଟି ପର୍ଯ୍ୟାୟରେ ମତଦାନ ହେବ। ଫେବ୍ରୁଆରି … Continue reading ଘୋଷଣା ହେଲା ପଞ୍ଚାୟତ ନିର୍ବାଚନ ତାରିଖ : ଫେବୃଆରୀ ୧୬ରୁ ମତଦାନ ଆରମ୍ଭ, ୨୮ରେ ସରିବ ଗଣତି