ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ : ଅପରାହ୍ନ ୪ଟାରେ କୋଭିଡ୍ ସ୍ଥିତି ନେଇ କରିବେ ଆଲୋଚନା

ନୂଆଦିଲ୍ଲୀ: ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ। ଅପରାହ୍ନ ୪ଟାରେ କୋଭିଡ୍ ସ୍ଥିତି ନେଇ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ। ଗତ ଶନିବାର ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରି କରୋନା ସ୍ଥିତି ସମୀକ୍ଷା କରିଥିଲେ ମୋଦୀ। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲଗାତର ବୃଦ୍ଧି ପାଇବାରେ ଲାଗିଛି। ମହାରାଷ୍ଟ୍ରରେ ରେକର୍ଡ ଦୈନିକ ସଂକ୍ରମଣ ଚିହ୍ନଟ ହେଉଛନ୍ତି। ଆଉ କିଛି ରାଜ୍ୟରେ ମଧ୍ୟ ସ୍ଥିତିି ବିଗିଡ଼ିବାରେ … Continue reading ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ : ଅପରାହ୍ନ ୪ଟାରେ କୋଭିଡ୍ ସ୍ଥିତି ନେଇ କରିବେ ଆଲୋଚନା