ଦିଲ୍ଲୀରେ କଡ଼ା ହେଲା କଟକଣା : ବନ୍ଦ ହେଲା ଘରୋଇ କାର୍ଯ୍ୟାଳୟ

ନୂଆଦିଲ୍ଲୀ: ଜାତୀୟ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଅନିୟନ୍ତ୍ରିତ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ କଟକଣା କଡ଼ାକଡ଼ି କରୁଛନ୍ତି ସରକାର। ଆଜିଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ଦ୍ବାରା ଜାରି କରାଯାଇଥିବା ନୂତନ ଗାଇଡଲାଇନରେ କୁହାଯାଇଛି ଯେ, ଅତ୍ୟାବଶ୍ୟକ ସେବା ସହିତ ଜଡ଼ିତ କାର୍ଯ୍ୟାଳୟ ବ୍ୟତୀତ ସମସ୍ତ ଘରୋଇ କାର୍ଯ୍ୟାଳୟ ବନ୍ଦ ରହିବ। ଏହା ସହିତ, ସମସ୍ତ ରେସ୍ତୋରାଁ ଏବଂ ବାରଗୁଡିକ ବନ୍ଦ ରହିବ। କେବଳ ପାର୍ସଲ … Continue reading ଦିଲ୍ଲୀରେ କଡ଼ା ହେଲା କଟକଣା : ବନ୍ଦ ହେଲା ଘରୋଇ କାର୍ଯ୍ୟାଳୟ