ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ଲାଗି କଟକଣା ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ବର: କୋଭିଡ ସଂକ୍ରମଣକୁ ଆଖିରେ ରଖି ରାଜ୍ୟ ସରକାର ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ଲାଗି କଟକଣା ଜାରି କରିଛନ୍ତି। ସାଧାରଣତଃ ଏହି ଅବସରରେ ଶ୍ରଦ୍ଧାଳୁମାନେ ନଦୀ, ପୁଷ୍କରିଣୀ ଆଦି ନିକଟରେ ଭିଡ଼ ଜମାଇଥାନ୍ତି। ସେମାନେ ବୁଡ଼ ପକାଇଥାନ୍ତି। ହେଲେ ଏଥର ଏସବୁକୁ ବାରଣ କରାଯାଇଛି। ଏହାଛଡ଼ା ମନ୍ଦିରରେ ସର୍ବସାଧାରଣଙ୍କ ପୂଜାର୍ଚ୍ଚନାକୁ ବାରଣ କରାଯାଇଛି। ସମସ୍ତଙ୍କୁ ଘରେ ରହି ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ପାଳନ କରିବାକୁ … Continue reading ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ଲାଗି କଟକଣା ଜାରି କଲେ ରାଜ୍ୟ ସରକାର