ରକେଟ ଇଂଜିନିୟରରୁ ଇସ୍ରୋର ମୁଖ୍ୟ ହେଲେ ଏସ୍ ସୋମନାଥ

ନୂଆଦିଲ୍ଲୀ: ଦୃଢ ଇଚ୍ଛା ଶକ୍ତି ଯେ ଅସାଧ୍ୟକୁ ସାଧ୍ୟ କରିପାରେ ତାହା ଦେଖିବାକୁ ମିଳିଛି ଇସ୍ରୋ ମୁଖ୍ୟ ହୋଇଥିବା ଏସ୍ ସୋମନାଥଙ୍କଠାରେ। ବିକ୍ରମ ସାରାଭାଇ ସ୍ପେସ ସେଣ୍ଟର ନିର୍ଦ୍ଦେଶକ ତଥା ଇସ୍ରୋର ପ୍ରମୁଖ ବୈଜ୍ଞାନିକ ଏସ୍ ସୋମନାଥ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ଇସ୍ରୋର ମୁଖ୍ୟ ପଦରେ ଅବସ୍ଥାପିତ ହୋଇଛନ୍ତି। ତିରୁବନନ୍ତପୁରମସ୍ଥିତ ବିକ୍ରମ ସାରାଭାଇ ସ୍ପେସ ସେଣ୍ଟରରେ ନିର୍ଦ୍ଦେଶକ ଥିବା ଏସ ସୋମନାଥ ଜଣେ ରକେଟ ବିଶେଷଜ୍ଞ ଓ ଏୟାରସ୍ପେସ … Continue reading ରକେଟ ଇଂଜିନିୟରରୁ ଇସ୍ରୋର ମୁଖ୍ୟ ହେଲେ ଏସ୍ ସୋମନାଥ