ଭିମସାରରେ ଏମବିବିଏସ୍ ଛାତ୍ରଛାତ୍ରୀଙ୍କ ଅଫଲାଇନ୍ ପରୀକ୍ଷା ସ୍ଥଗିତ

ବୁର୍ଲା: ଭିମସାରରେ ଏମବିବିଏସ୍ ଛାତ୍ରଛାତ୍ରୀଙ୍କ ଅଫଲାଇନ୍ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ଭିମସାର ନିର୍ଦ୍ଦେଶକ ଲଳିତ ମେହେର। ମେଡିକାଲ୍ କଲେଜର ୩୦ରୁ ଅଧିକ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବଂ କରୋନା ସଂକ୍ରମଣ ବଢୁଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି। ସମ୍ବଲପୁର ଜିଲ୍ଲାରେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବୁର୍ଲା ଭିମସାରରେ ଏମବିବିଏସ୍ ପରୀକ୍ଷା ସ୍ଥଗିତ ରଖିବା ନେଇ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି। ଭିମସାରରେ ବିଗତ … Continue reading ଭିମସାରରେ ଏମବିବିଏସ୍ ଛାତ୍ରଛାତ୍ରୀଙ୍କ ଅଫଲାଇନ୍ ପରୀକ୍ଷା ସ୍ଥଗିତ