ରାଜ୍ୟରେ ୧୦ ହଜାର ଉପରେ ସଂକ୍ରମଣ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୯୬

୧୦୬୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ-କିଶୋର ସଂକ୍ରମିତ ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦,୨୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୯୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୩୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୬୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ … Continue reading ରାଜ୍ୟରେ ୧୦ ହଜାର ଉପରେ ସଂକ୍ରମଣ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୯୬