ଅମାନୁଷିକ : ୯ ବର୍ଷର ନାବାଳିକାକୁ ଦୁଷ୍କର୍ମ, ଅଭିଯୁକ୍ତ ଯୁବକ ଗିରଫ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅଞ୍ଚଳରେ ୯ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଖରାବେଳେ କେହି ନଥିବାର ସୁଯୋଗ ନେଇ ଏହି କାଣ୍ଡ କରିଛି ପଡ଼ୋଶୀ ଘରର ୨୦ ବର୍ଷର ଯୁବକ। ଘଟଣା ପରେ ସଂପୃକ୍ତ ଯୁବକ ଫେରାର ହୋଇଯାଇଛି। ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି। ପୀଡ଼ିତା ନାବାଳିକା ଡାକ୍ତରଖାନାରେ ଗୁରୁତର ଅବସ୍ଥାରେ ଜୀବନମରଣ ସହ ସଂଗ୍ରାମ କରୁଛନ୍ତି। ସୂଚନାନୁସାରେ ମଧ୍ୟାହ୍ନ ବେଳେ ନାବାଳିକାଟି … Continue reading ଅମାନୁଷିକ : ୯ ବର୍ଷର ନାବାଳିକାକୁ ଦୁଷ୍କର୍ମ, ଅଭିଯୁକ୍ତ ଯୁବକ ଗିରଫ