ପଞ୍ଚାୟତ ନିର୍ବାଚନ ପାଇଁ ଦ୍ୱିତୀୟ ଦିନରେ ନାମାଙ୍କନ ଦାଖଲ କଲେ ୧୩,୩୫୬ ପ୍ରାର୍ଥୀ

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଦ୍ୱିତୀୟ ଦିନରେ ୧୩ ହଜାର ୩୫୬ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଏଥିରୁ ଓ୍ଵାର୍ଡମେମ୍ବର ଭାବେ ୧୦ ହଜାର ୭୩୪, ସରପଞ୍ଚ ଭାବେ ୧ ହଜାର ୫୪୬, ପଞ୍ଚାୟତ ସମିତି ଭାବେ ୧ ହଜାର ୩୪ ଓ ଜିଲ୍ଲା ପରିଷଦ ସଦସ୍ୟ ଭାବେ ୪୨ ଜଣ ପ୍ରାର୍ଥୀ ଆଜି ନାମାଙ୍କନ ଦାଖଲ କରିଛନ୍ତି। ରାଜ୍ୟ ନିର୍ବାଚନ କମିସନଙ୍କ ସଚିବଙ୍କ ପକ୍ଷରୁ ଏହି … Continue reading ପଞ୍ଚାୟତ ନିର୍ବାଚନ ପାଇଁ ଦ୍ୱିତୀୟ ଦିନରେ ନାମାଙ୍କନ ଦାଖଲ କଲେ ୧୩,୩୫୬ ପ୍ରାର୍ଥୀ