ପଞ୍ଚାୟତ ନିର୍ବାଚନ : ମଦ,ବନ୍ଧୁକ ଓ ଅସ୍ତ୍ରଶସ୍ତ୍ର ଉପରେ ନିଷେଧାଦେଶ ଜାରି କଲେ ରାଜ୍ୟ ନିର୍ବାଚନ କମିସନ

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିସନଙ୍କ ତରଫରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇସାରିଛି ଓ ତଦନୁସାରେ ଆସନ୍ତା ଫେବୃଆରୀ ୧୬ ତାରିଖଠାରୁ ୨୪ ତାରିଖ ମଧ୍ୟରେ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବା ନିର୍ବାଚନକୁ ଅବାଧ, ସ୍ୱଚ୍ଛ ଓ ଶାନ୍ତିଶୃଙ୍ଖଳାର ସହ ସଂପାଦନ କରିବା ନିମନ୍ତେ ଲାଇସେନ୍ସପ୍ରାପ୍ତ ବନ୍ଧୁକ ବା ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ସହ ମତଦାନ କେନ୍ଦ୍ରକୁ ଯିବା … Continue reading ପଞ୍ଚାୟତ ନିର୍ବାଚନ : ମଦ,ବନ୍ଧୁକ ଓ ଅସ୍ତ୍ରଶସ୍ତ୍ର ଉପରେ ନିଷେଧାଦେଶ ଜାରି କଲେ ରାଜ୍ୟ ନିର୍ବାଚନ କମିସନ