୫ ଜିଲ୍ଲାରେ ପଡ଼ିବ ଘନ କୁହୁଡ଼ି : ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ପାଣିପାଗରେ ସେପରି କୌଣସି ବଡ଼ ଧରଣ ପରିବର୍ତ୍ତନର ସମ୍ଭାବନା ନାହିଁ। ରାଜ୍ୟର ଜିଲ୍ଲାଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବାର ସମ୍ଭାବନା ଅଧିକ ରହିଛି। ତେବେ, ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଉପକୂଳ ଓଡ଼ିଶା, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅଗଭୀରରୁ ମଧ୍ୟମ ଧରଣର କୁହୁଡି ପଡ଼ିବାର ସମ୍ଭାବନା … Continue reading ୫ ଜିଲ୍ଲାରେ ପଡ଼ିବ ଘନ କୁହୁଡ଼ି : ୟେଲୋ ୱାର୍ଣ୍ଣିଂ ଜାରି