କୋଟିଆର ସର୍ବଦଳୀୟ ଜିଲ୍ଲା ପରିଷଦ ପ୍ରାର୍ଥୀ ମମତା ଜାନୀ

କୋରାପୁଟ: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲ କରିବାର ଶେଷ ତାରିଖ। କୋରାପୁଟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀ ଓ ନେତାଙ୍କ ଭିଡ ଜମୁଛି। ଏସବୁ ଭିତରେ କୋଟିଆର ଜିଲ୍ଲା ପରିଷଦ ପ୍ରାର୍ଥୀକୁ ନେଇ ଚର୍ଚ୍ଚା ଜୋର ଧରିଛି। ସର୍ବଦଳୀୟ କମିଟିର ନିଷ୍ପତ୍ତି ଅନୁସାରେ କୋଟିଆର ଜିଲ୍ଲା ପରିଷଦ ପ୍ରାର୍ଥୀ ହୋଇଛନ୍ତି ମମତା ଜାନୀ। ଆଜି ସେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ … Continue reading କୋଟିଆର ସର୍ବଦଳୀୟ ଜିଲ୍ଲା ପରିଷଦ ପ୍ରାର୍ଥୀ ମମତା ଜାନୀ