ପୈତୃକ ସମ୍ପତ୍ତିରେ ଝିଅଙ୍କ ସମାନ ଅଧିକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ପୈତୃକ ସମ୍ପତ୍ତି ଉପରେ ଝିଅଙ୍କ ରହିଛି ସମାନ ଅଧିକାର। ସୁପ୍ରିମକୋର୍ଟ ଦେଇଥିବା ନିଜ ପୂର୍ବ ରାୟକୁ ପୁଣି ଥରେ ଦୋହରାଇଛନ୍ତି। ହିନ୍ଦୁ ପର୍ସନାଲ ଲ’ ଓ ହିନ୍ଦୁ ଉତ୍ତରାଧିକାରୀ ଅଧିନିୟମରେ ଏହା ଲାଗୁ ହେବ। ପୈତୃକ ସମ୍ପତ୍ତି ବିଭାଜନ ପରେ ଝିଅଙ୍କୁ ମିଳିବ ସମାନ ଅଧିକାର। ମାଦ୍ରାସ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ହୋଇଥିବା ଆବେଦନ(ହିନ୍ଦୁ ଉତ୍ତରାଧିକାରୀ ଅଧିନିୟମ ଅନୁଯାୟୀ ହିନ୍ଦୁ ମହିଳା ଓ ବିଧବାଙ୍କୁ ସମ୍ପତ୍ତି … Continue reading ପୈତୃକ ସମ୍ପତ୍ତିରେ ଝିଅଙ୍କ ସମାନ ଅଧିକାର: ସୁପ୍ରିମକୋର୍ଟ