‘ଇଣ୍ଡିଆ ଗେଟ୍‌’ରେ ନେତାଜୀଙ୍କ ‘ହଲୋଗ୍ରାମ୍‌’ ପ୍ରତିମୂର୍ତ୍ତି ଉନ୍ମୋଚନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀସ୍ଥିତ ‘ଇଣ୍ଡିଆ ଗେଟ୍‌’ରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଏକ ‘ହଲୋଗ୍ରାମ୍‌’ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଛନ୍ତି। ଏହି ପ୍ରତିମୂର୍ତ୍ତିର ଉଦଘାଟନ ପରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ଭାରତ ମା’ର ସାହସୀ ପୁଅ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜନ୍ମ ବାର୍ଷିକୀରେ ମୁଁ ତାଙ୍କୁ ପ୍ରଣାମ କରୁଛି। ଏହି ଦିନଟି ଐତିହାସିକ। ଏହି ସ୍ଥାନ ଯେଉଁଠାରେ ଆମେ ସମସ୍ତେ ଉପସ୍ଥିତ ଅଛେ ଏହା … Continue reading ‘ଇଣ୍ଡିଆ ଗେଟ୍‌’ରେ ନେତାଜୀଙ୍କ ‘ହଲୋଗ୍ରାମ୍‌’ ପ୍ରତିମୂର୍ତ୍ତି ଉନ୍ମୋଚନ