ରାଜ୍ୟରେ କମୁଛି କରୋନା : ଆଜି ସୁସ୍ଥ ହେଲେ ୧୦୮୪୧, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୫୩୨

ଭୁବନେଶ୍ୱର: ଲଗାତାର ୩ୟ ଦିନରେ କରୋନାରେ ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥଙ୍କ ସଂଖ୍ୟା ବଢ଼ିଛି। ରାଜ୍ୟରେ ଆଜି ୧୦ ହଜାର ୮୪୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୫୩୨ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୨୧ହଜାର ୬୦୮ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ … Continue reading ରାଜ୍ୟରେ କମୁଛି କରୋନା : ଆଜି ସୁସ୍ଥ ହେଲେ ୧୦୮୪୧, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୫୩୨