କୁହୁଡ଼ି ପାଇଁ ତିନିଦିନ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଢ଼େଙ୍କାନାଳ ଓ କେନ୍ଦୁଝର ରହିଛି। ଏହି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ଥିବାରୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏତଦ ବ୍ୟତୀତ ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, … Continue reading କୁହୁଡ଼ି ପାଇଁ ତିନିଦିନ ୟେଲୋ ୱାର୍ଣ୍ଣିଂ ଜାରି