ସାଧାରଣତନ୍ତ୍ର ଦିବସ ଅବସରରେ ଓଡ଼ିଶାର ୨୨ ଜଣଙ୍କୁ ମିଳିବ ପୁଲିସ ପଦକ

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ ଓ ଉଲ୍ଲେଖନୀୟ ସେବା ପାଇଁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରାଳୟ ପକ୍ଷରୁ ତିନୋଟି ବର୍ଗରେ ୯୩୯ ଜଣଙ୍କୁ ପୁଲିସ ପଦକ ଲାଗି ମନୋନୀତ କରାଯାଇଛି। ଏ ସଂକ୍ରାନ୍ତରେ ଆଜି ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି। ସୂଚନା ଅନୁସାରେ ଚଳିତବର୍ଷ ଓଡ଼ିଶାରୁ ମୋଟ ୨୨ ଜଣଙ୍କୁ ପୁଲିସ ପଦକ ମିଳିବ। ପ୍ରତିଷ୍ଠିତ ସେବା ପାଇଁ ୨ ଜଣଙ୍କୁ ରାଷ୍ଟ୍ରପତି ପୁଲିସ ପଦକ, … Continue reading ସାଧାରଣତନ୍ତ୍ର ଦିବସ ଅବସରରେ ଓଡ଼ିଶାର ୨୨ ଜଣଙ୍କୁ ମିଳିବ ପୁଲିସ ପଦକ