କୁହୁଡି ପାଇଁ ୟେ‌ଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେ‌ବେ ଜଗତସିଂହପୁର, କଟକ, ନୟାଗଡ଼, କନ୍ଧମାଳ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାର ‌ଗୋଟିଏ ଦୁଇଟି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେଣୁ ଏହି ସମୟରେ ରାସ୍ତାରେ ଯାତାୟାତ ପାଇଁ ଲୋକଙ୍କୁ ସାବଧାନତା ଅବଲମ୍ବନ କରିବାକୁ କୁହାଯାଇଛି। … Continue reading କୁହୁଡି ପାଇଁ ୟେ‌ଲୋ ୱାର୍ଣ୍ଣିଂ ଜାରି