ଇତିହାସ ରଚିଲେ ରାଫେଲ୍ ନାଦାଲ୍ : ୨୧ଟି ଗ୍ରାଣ୍ଡ୍ ସ୍ଲାମ୍ ଜିତିବାର ବିଶ୍ଵର ପ୍ରଥମ ପୁରୁଷ ଖେଳାଳି ହେଲେ ରାଫେଲ୍

ମେଲବର୍ଣ୍ଣ: ସ୍ପେନର ମହାନ ଟେନିସ୍ ଖେଳାଳି ରାଫେଲ୍ ନାଦାଲ୍ ବିଶ୍ଵର ପ୍ରଥମ ପୁରୁଷ ଟେନିସ୍ ଖେଳାଳି ଭାବେ ୨୧ଟି ଗ୍ରାଣ୍ଡ ସ୍ଲାମ୍ ଟ୍ରଫି ଜିତି ଇତିହାସ ସୃଷ୍ଟି କରିଛନ୍ତି। ସେ ଅଷ୍ଟ୍ରେଲିଆନ୍ ଓପନର ଫାଇନାଲ ମ୍ୟାଚରେ ରୁଷୀୟ ଟେନିସ ଖେଳାଳି ଡାନିଏଲ୍ ମେଦଭେଦବଙ୍କୁ ଏକ ସଂଘର୍ଷମୟ ମୁକାବିଲାରେ ୨-୬, ୬-୭, ୬-୪, ୬-୪, ୬-୪ ସେଟରେ ହରାଇ ଚମ୍ପିଆନ୍ ହୋଇଛନ୍ତି। ଏହା ନାଦାଲଙ୍କ କ୍ୟାରିଅରର ଦ୍ଵିତୀୟ ଅଷ୍ଟ୍ରେଲିଆନ୍ ଓପନ୍ ଟାଇଟେଲ। … Continue reading ଇତିହାସ ରଚିଲେ ରାଫେଲ୍ ନାଦାଲ୍ : ୨୧ଟି ଗ୍ରାଣ୍ଡ୍ ସ୍ଲାମ୍ ଜିତିବାର ବିଶ୍ଵର ପ୍ରଥମ ପୁରୁଷ ଖେଳାଳି ହେଲେ ରାଫେଲ୍