୧୯ ବର୍ଷରୁ କମ ବିଶ୍ବକପ ଫାଇନାଲ : ଭାରତ ଆଗରେ ୧୯୦ ରନର ଲକ୍ଷ୍ୟ ରଖିଲା ଇଂଲଣ୍ଡ

ଆଣ୍ଟିଗୁଆ : ଆଣ୍ଟିଗୁଆର ସାର ଭିଭିଆନ ରିଚାର୍ଡ୍ସ ଷ୍ଟାଡିୟମଠାରେ ଚାଲିଥିବା ୧୯ ବର୍ଷରୁ କମ ବିଶ୍ବକପର ଫାଇନାଲରେ ଇଂଲଣ୍ଡ ଭାରତ ଆଗରେ ୧୯୦ ରନର ବିଜୟ ଲକ୍ଷ୍ୟ ରଖିଛି। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ଦଳ ୪୫ତମ ଓଭରରେ ୧୮୯ ରନ କରି ଅଲଆଉଟ ହୋଇଯାଇଥିଲା। ଏହି ମ୍ୟାଚରେ ଇଂଲଣ୍ଡ ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିଲା। କିନ୍ତୁ ଦଳ ଗୁରୁତର ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଜେମ୍ସ … Continue reading ୧୯ ବର୍ଷରୁ କମ ବିଶ୍ବକପ ଫାଇନାଲ : ଭାରତ ଆଗରେ ୧୯୦ ରନର ଲକ୍ଷ୍ୟ ରଖିଲା ଇଂଲଣ୍ଡ