ପୁଣି ମାଓବାଦୀଙ୍କ ହିଂସା : ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୪ ଯବାନ ଆହତ

ମାଲକାନଗିରି: ସୀମାନ୍ତ ଛତିଶଗଡରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି। ଛତିଶଗଡର ବିଜାପୁର ଜିଲ୍ଲାରେ ମାଓବାଦୀ ଲ୍ୟାଣ୍ଡମାଇନ ବିସ୍ଫୋରଣ କରି ଯବାନଙ୍କୁ ଟାର୍ଗେଟ କରିଛନ୍ତି। ଏହି ବିସ୍ଫୋରଣରେ ୪ ଜଣ ଯବାନ ଆହତ ହୋଇଛନ୍ତି। ପ୍ରତିଦିନ ଭଳି ଆଜି ମଧ୍ୟ ୧୫୩ ସିଆରପିଏଫ ବାଟାଲିୟନର ଯବାନ ଚିନ୍ନାକୋଡେଲପାଲ ଅଞ୍ଚଳକୁ ସର୍ଚ୍ଚ ଅପରେସନ କରିବାକୁ ଯାଇଥିଲେ। ଏହି ଜଙ୍ଗଲରେ ପୂର୍ବରୁ ନକ୍ସଲ ଆମ୍ବୁସ ଲଗାଇ ବସିଥିଲେ। ଯବାନଙ୍କୁ ଦେଖି ନକ୍ସଲ ଲ୍ୟାଣ୍ଡମାଇନ … Continue reading ପୁଣି ମାଓବାଦୀଙ୍କ ହିଂସା : ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୪ ଯବାନ ଆହତ