୨ୟ ଦିନିକିଆରେ ଓ୍ବେଷ୍ଟଇଣ୍ଡିଜକୁ ୪୪ ରନରେ ହରାଇଲା ଭାରତ, ସିରିଜ ବିଜୟୀ

ଅହମଦାବାଦ : ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ଚାଲିଥିବା ଭାରତ-ଓ୍ବେଷ୍ଟଇଣ୍ଡିଜ୍ ୨ୟ ଦିନିକିଆରେ ଭାରତ ଓ୍ବେଷ୍ଟଇଣ୍ଡିଜକୁ ୪୪ ରନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ତିନିଟିକିଆ ସିରିଜରେ ୨-୦ରେ। ଭାରତ ଦ୍ବାରା ରଖାଯାଇଥିବା ୨୩୮ ରନର ବିଜୟ ଲକ୍ଷ୍ୟର ପିଛା କରିବାକୁ ଯାଇ ଇଣ୍ଡିଜ୍ ୪୬ ଓଭରରେ ୧୯୩ ରନ କରି ଅଲଆଉଟ ହୋଇଯାଇଥିଲା। ଇଣ୍ଡିଜ ପକ୍ଷରୁ ସାମାରା ବ୍ରୁକ୍ସ ସର୍ବାଧିକ ୪୪ ରନ ଓ ଅକିଲ … Continue reading ୨ୟ ଦିନିକିଆରେ ଓ୍ବେଷ୍ଟଇଣ୍ଡିଜକୁ ୪୪ ରନରେ ହରାଇଲା ଭାରତ, ସିରିଜ ବିଜୟୀ