ଭଗବାନପୁରକୁ ସ୍ଥାନାନ୍ତରିତ ହେବ ୟୁନିିଟ-୧ ପରିବା ହୋଲସେଲ୍‌ ମାର୍କେଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ୟୁନିିଟ-୧ ପରିବା ହୋଲସେଲ ମାର୍କେଟ ସ୍ଥାନାନ୍ତରିତ ହେବ। ଏହି ହୋଲସେଲ୍‌ ପରିବା ହାଟ ଭୁବନେଶ୍ୱର ଉପକଣ୍ଠ ଭଗବାନପୁରକୁ ସ୍ଥାନାନ୍ତରିତ ହେବ ବୋଲି ବିଏମ୍‌ସି ଅତିରିକ୍ତ କମିସନର ବିନୟ କୁମାର ଦାସ ଗଣମାଧ୍ୟମର ପ୍ରତିନିଧିଙ୍କୁ ସୂୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଭଗବାନପୁରରେ ପରିବା ହୋଲସେଲ ମାର୍କେଟ ଲାଗି ଶୀତଳଭଣ୍ଡାର ଠାରୁ ଆରମ୍ଭ କରି ସବୁ ପ୍ରକାର ଅତ୍ୟାଧୁନିକ ସୁବିଧା ସୁଯୋଗ ଓ ଭିତ୍ତିଭୂମି ରହିବ। ଏଥିଲାଗି … Continue reading ଭଗବାନପୁରକୁ ସ୍ଥାନାନ୍ତରିତ ହେବ ୟୁନିିଟ-୧ ପରିବା ହୋଲସେଲ୍‌ ମାର୍କେଟ