ବିନା ଟୀକାରେ ସହଜ ହେଲା ଜଗା ଦର୍ଶନ

ଭୁବନେଶ୍ବର : ଏଣିକି ଶ୍ରଦ୍ଧାଳୁଙ୍କ ପାଇଁ ସହଜ ହେବ ଜଗା ଦର୍ଶନ। ଶ୍ରୀମନ୍ଦିର ଦର୍ଶନ କଟକଣାକୁ କୋହଳ କରିଛନ୍ତି ରାଜ୍ୟ ସରକାର। ଏଣିକି ଆଉ ଦରକାର ପଡିବନି ଦବଲ ଡୋଜ କୋଭିଡ ଟିକା ପ୍ରମାଣପତ୍ର। ଏହା ସହିତ କିଓସ୍କୋ ବ୍ୟବସ୍ଥାକୁ ମଧ୍ୟ ହଟାଇଦିଆଯିବ। ଆସନ୍ତା ଫେବୃଆରୀ ୨୧ରୁ ଲାଗୁ ହେବ ଏହି ନିୟମ। ଆଜି ବସିଥିବା ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଏସବୁ ନିଷ୍ପତ୍ତି ନିଆଯାଇଛି।ଏହି ବୈଠକରେ ରାଷ୍ଟ୍ରପତିଙ୍କ ଆଗାମୀ … Continue reading ବିନା ଟୀକାରେ ସହଜ ହେଲା ଜଗା ଦର୍ଶନ