ଉପଗ୍ରହ ଭିତ୍ତିକ ବ୍ରଡବ୍ୟାଣ୍ଡ୍ କ୍ଷେତ୍ରକୁ ପ୍ରବେଶ କଲା ଜିଓ

ଦୂରଦୂରାନ୍ତ ଦୁର୍ଗମ କ୍ଷେତ୍ରରେ ମିଳିବ ବ୍ରଡବ୍ୟାଣ୍ଡ୍ ସେବା ନୂଆଦିଲ୍ଲୀ: ଜିଓ ପ୍ଲାଟଫର୍ମସ୍ ଏବଂ ବିଶ୍ୱରେ ଉପଗ୍ରହ ଭିତ୍ତିକ ଯୋଗାଯୋଗ ସେବା ଯୋଗାଣକାରୀ କମ୍ପାନି ଏସ୍‌ଇଏସ୍ ପକ୍ଷରୁ ଜିଓ ସ୍ପେଶ୍ ଟେକ୍ନୋଲୋଜି ନାମରେ ଏକ ମିଳିତ ଉଦ୍ୟୋଗ ଗଠନ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ନୂତନ ମିଳିତ ଉଦ୍ୟୋଗ ଦେଶବ୍ୟାପୀ ଉପଗ୍ରହ ଭିତ୍ତିକ ପ୍ରଯୁକ୍ତିର ବ୍ୟବହାର କରି ଦ୍ରୁତଗାମୀ ବ୍ରଡବ୍ୟାଣ୍ଡ୍ ସେବା ପ୍ରଦାନ କରିବ। ଜିଓ ପ୍ଲାଟଫର୍ମ୍‌ସ୍ ଏବଂ ଏସ୍‌ଇଏସ୍ ନିକଟରେ … Continue reading ଉପଗ୍ରହ ଭିତ୍ତିକ ବ୍ରଡବ୍ୟାଣ୍ଡ୍ କ୍ଷେତ୍ରକୁ ପ୍ରବେଶ କଲା ଜିଓ