ଅଷ୍ଟ୍ରେଲିଆ ଓପନ୍‌ରେ ଖେଳିବେନି ସାନିଆ

କୋଲ୍‌କାତା: ଭାରତୀୟ ମହିଳା ଟେନିସ୍‌ ତାରକା ସାନିଆ ମିର୍ଜା ଆସନ୍ତା ବର୍ଷର ପ୍ରଥମ ଗ୍ରାଣ୍ଡ୍‌ ସ୍ଲାମ୍‌ ଅଷ୍ଟ୍ରେଲିଆନ୍‌ ଓପନ୍‌ରେ ଖେଳିବେନି। ତାଙ୍କ ଡାହଣ ଗୋଡ଼ ଆଣ୍ଠୁରେ ଆଘାତ ଲାଗିଥିବାରୁ ଏହି ପ୍ରତିଯୋଗିିିତାରେ ଭାଗ ନେବେ ନାହିଁ। ଜୟଦୀପ ମୁଖାର୍ଜୀ ଏକାଡେମିଠାରେ ଚାଲିଥିବା ପ୍ରେମ୍‌ଜିତ ଲାଲ୍‌ ଆମନ୍ତ୍ରଣୀୟ ଟେନିସ୍‌ ପ୍ରତିଯୋଗିତା ଅବସରରେ ସାନିଆ ଏନେଇ ସାମ୍ବାଦିକମାନଙ୍କୁ ସୂଚନା ଦେଇଥିଲେ। ମୁଁ ମୋ ଡାକ୍ତରଙ୍କୁ ଦୁଇ ମାସ ତଳେ ଆଣ୍ଠୁ ଯନ୍ତ୍ରଣା ବିଷୟରେ … Continue reading ଅଷ୍ଟ୍ରେଲିଆ ଓପନ୍‌ରେ ଖେଳିବେନି ସାନିଆ