ଓ୍ବେଷ୍ଟଇଣ୍ଡିଜ ଆଗରେ ୧୮୭ରନର ବିଜୟ ଲକ୍ଷ୍ୟ ରଖିଲା ଭାରତ

କୋଲକାତା : କୋଲକାତାର ଇଡେନ ଗାର୍ଡେନ୍ସଠାରେ ଆଜି ଖେଳାଯାଉଥିବା ୨ୟ ଟି-୨୦ରେ ଓ୍ବେଷ୍ଟଇଣ୍ଡିଜ ଆଗରେ ୧୮୭ ରନର ବିଜୟ ଲକ୍ଷ୍ୟ ରଖିଛି ଭାରତ। ଏହି ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ ଟସ ଜିତି ଭାରତକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୫ ଓ୍ବିକେଟ ହରାଇ ୧୮୬ ରନ କରିଥିଲା। ଭାରତୀୟ ଦଳ ଆରମ୍ଭରୁ ଇଶାନ କିଷନଙ୍କ ଓ୍ବିକେଟ ହରାଇଥିଲେ ବି ପରେ ରୋହିତ … Continue reading ଓ୍ବେଷ୍ଟଇଣ୍ଡିଜ ଆଗରେ ୧୮୭ରନର ବିଜୟ ଲକ୍ଷ୍ୟ ରଖିଲା ଭାରତ