ଶ୍ରୀଲଙ୍କା ଆଗରେ ୨୦୦ ରନର ବିଜୟ ଲକ୍ଷ୍ୟ ରଖିଲା ଭାରତ

ଲକ୍ଷ୍ନୌ : ଲକ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମଠାରେ ଚାଲିଥିବା ଭାରତ ଶ୍ରୀଲଙ୍କା ପ୍ରଥମ ଟି-୨୦ରେ ଭାରତ ଶ୍ରୀଲଙ୍କା ଆଗରେ ୨୦୦ ରନର ବିଜୟ ଲକ୍ଷ୍ୟ ରଖିଛି। ଏହି ମ୍ୟାଚରେ ଶ୍ରୀଲଙ୍କା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୨ଟି ଓ୍ବିକେଟ ହରାଇ ୧୯୯ ରନ କରିଥିଲା। ଓପନର ଇଶାନ କିଷନ … Continue reading ଶ୍ରୀଲଙ୍କା ଆଗରେ ୨୦୦ ରନର ବିଜୟ ଲକ୍ଷ୍ୟ ରଖିଲା ଭାରତ