ମାର୍ଚ୍ଚ ୨୬ରୁ ଆଇପିଏଲ୍‌: ୱାଙ୍ଖଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ଖେଳିବାକୁ ଫ୍ରାଞ୍ଚାଇଜ୍‌ଙ୍କ ବିରୋଧ

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପଞ୍ଚଦଶ ସଂସ୍କରଣ ମାର୍ଚ୍ଚ ୨୬ରୁ ଆରମ୍ଭ ହେବ। ଗୁରୁବାର ସଂଧ୍ୟାରେ ଭର୍ଚୁଆଲ୍‌ରେ ଆୟୋଜିତ ଆଇପିଏଲ୍‌ ପରିଚାଳନା ପରିଷଦ (ଜିସି) ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ମଧ୍ୟ ମୁମ୍ବାଇରେ ୫୫ ଏବଂ ପୁଣେରେ ୧୫ ମ୍ୟାଚ୍‌ ଖେଳାଯିବା ଉପରେ ମୋହର ବାଜିଥିଲା। ମୁମ୍ବାଇସ୍ଥିତ ୱାଙ୍ଖଡେରେ ୨୦, ବ୍ରାବର୍ଣ୍ଣରେ ୧୫ ଓ ଡିୱାଇ ପାଟିଲ ଷ୍ଟାଡିୟମରେ ୨୦ ଏବଂ ପୁଣେସ୍ଥିତ ଏମ୍‌ସିଏ ଷ୍ଟାଡିୟମରେ ୧୫ … Continue reading ମାର୍ଚ୍ଚ ୨୬ରୁ ଆଇପିଏଲ୍‌: ୱାଙ୍ଖଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ଖେଳିବାକୁ ଫ୍ରାଞ୍ଚାଇଜ୍‌ଙ୍କ ବିରୋଧ