ୟୁକ୍ରେନୀୟ ରାଷ୍ଟ୍ରପତିଙ୍କ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସାହାଯ୍ୟ ଭିକ୍ଷା

ନୂଆଦିଲ୍ଲୀ: ଋଷ ଏବଂ ୟୁକ୍ରେନ ମଧ୍ୟରେ ଏବେ ଯୁଦ୍ଧ ତୀବ୍ର ହେବାରେ ଲାଗିଛି। ଋଷର ସାମ୍ନା କରିବା ପାଇଁ ସାହାଯ୍ୟ କରିବାକୁ ୟୁକ୍ରେନ କ୍ରମାଗତ ଭାବରେ ସମସ୍ତଙ୍କୁ ନିବେଦନ କରୁଥିବା ବେଳେ ଏବେ ସାହାଯ୍ୟ ପାଇଁ ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଦିମିର୍‌ ଜେଲେନ୍‌ସ୍କିୟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହୋଇଛନ୍ତି। ଏନେଇ ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଦିମିର୍‌ ଜେଲେନ୍‌ସ୍କିୟି ଟ୍ବିଟ କରି ଜଣାଇଛନ୍ତି। ଟ୍ବିଟରେ ସେ ଲେଖିଛନ୍ତି ଯେ, ଆଜି ମୁଁ … Continue reading ୟୁକ୍ରେନୀୟ ରାଷ୍ଟ୍ରପତିଙ୍କ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସାହାଯ୍ୟ ଭିକ୍ଷା