ୟୁକ୍ରେନରେ ପ୍ରାଣ ହରାଇଥିବା ଛାତ୍ରଙ୍କ ପରିବାର ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ୟୁକ୍ରେନର ଖାରକିଭରେ ଗୁଳିମାଡରେ ମୃତ୍ୟୁବରଣ କରିଥିବା କର୍ଣ୍ଣାଟକର ଡାକ୍ତରୀ ଛାତ୍ର ନବୀନ ଶେଖରପ୍ପାଙ୍କ ପରିବାର ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଥା ହୋଇଛନ୍ତି। ଏହି ଦୁଃଖର ସମୟରେ ସମଗ୍ର ଦେଶ ତାଙ୍କ ସହ ଅଛି ବୋଲି ପ୍ରଧାନମନ୍ତ୍ରୀ ମୋଦୀ ପରିବାରବର୍ଗଙ୍କ ସହ କଥାବାର୍ତ୍ତା ସମୟରେ ସହାନୁଭୂତି ପ୍ରକାଶ କରି କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପୂର୍ବରୁ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ବସଭରାଜ ବୋମାଇ ମଧ୍ୟ ନବୀନଙ୍କ ପରିବାର ସହ କଥା ହୋଇଥିଲେ ଓ … Continue reading ୟୁକ୍ରେନରେ ପ୍ରାଣ ହରାଇଥିବା ଛାତ୍ରଙ୍କ ପରିବାର ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ