ଆଉ ନାହାନ୍ତି କିମ୍ବଦନ୍ତୀ ସ୍ପିନର ସେନ ଓ୍ବାର୍ଣ୍ଣ

ନୂଆଦିଲ୍ଲୀ : ବିଶ୍ବରେ ଯୁଦ୍ଧର ଘଟଘଟା ମଧ୍ୟରେ କ୍ରିକେଟପ୍ରେମୀଙ୍କ ପାଇଁ ଏକ ଦୁଃଖଦ ଖବର ଆସି ପହଞ୍ଚିଛି। ପୂର୍ବତନ ଅଷ୍ଟ୍ରେଲୀୟ କ୍ରିକେଟର ତଥା କ୍ରିକେଟ ଇତିହାସର ମହାନତମ ସ୍ପିନରଙ୍କ ମଧ୍ୟରେ ଅନ୍ୟତମ ସେନ ଓ୍ବାର୍ଣ୍ଣଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ମାତ୍ର ୫୨ ବର୍ଷ ବୟସ ହୋଇଥିଲା। ହୃଦଘାତ କାରଣରୁ ତାଙ୍କର ମୃତ୍ୟୁହୋଇଥିବା ସଂଦେହ କରାଯାଉଛି। ଥାଇଲାଣ୍ଡ ଗସ୍ତରେ ଥିବାବେଳେ ତାଙ୍କର ପରଲୋକ ହୋଇଥିବା ଜଣାଯାଇଛି। ୧୯୬୯ରେ ଜନ୍ମ ଗ୍ରହଣ … Continue reading ଆଉ ନାହାନ୍ତି କିମ୍ବଦନ୍ତୀ ସ୍ପିନର ସେନ ଓ୍ବାର୍ଣ୍ଣ