ପୁଲିସ-ନକ୍ସଲ ଗୁଳିବିନିମୟ: ଜଣେ ନକ୍ସଲ ମୃତ, ଯବାନ ଆହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜେପୁର ଜିଲ୍ଲାର ନେମେଡି ଥାନା ଅନ୍ତର୍ଗତ କେକା ଏବଂ ମେସେଲା ଜଙ୍ଗଲରେ ପୁଲିସ ଏବଂ ନକ୍ସଲ ମଧ୍ୟରେ ଗୁଳିବିନିମୟ ଘଟିଛି। ଏହି ଜଙ୍ଗଲରେ ନକ୍ସଲ କ୍ୟାମ୍ପ କରି ରହିଥିବା ପୁଲିସ ଜାଣିବା ପରେ ଡିଆରଜି ଏବଂ ସିଆରପିଏଫ ଯବାନ ଚଢ଼ାଉ କରିଥିଲେ। ସେଠାରେ ଦୀର୍ଘ ସମୟ ଧରି ଗୁଳିବିନିମୟ ହୋଇଥିଲା। ଯବାନଙ୍କ ଗୁଳିର ସାମ୍ନା କରିନପାରି ନକ୍ସଲ ଛତ୍ରଭଙ୍ଗ ଦେଇଥିଲେ। ଏହାପରେ ଘଟଣାସ୍ଥଳରେ … Continue reading ପୁଲିସ-ନକ୍ସଲ ଗୁଳିବିନିମୟ: ଜଣେ ନକ୍ସଲ ମୃତ, ଯବାନ ଆହତ