ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଚରଣଜିତ୍‌ ଚନ୍ନୀ

ମାର୍ଚ୍ଚ ୧୬ରେ ଶପଥ ନେଇପାରନ୍ତି ଭଗୱନ୍ତ ମାନ୍‌ ନୂଆଦିଲ୍ଲୀ: ଆଜି ପଞ୍ଜାବର ମୁଖ୍ୟମନ୍ତ୍ରୀ ପଦରୁ ଚରଣଜିତ୍‌ ସିଂହ ଚନ୍ନୀ ଇସ୍ତଫା ଦେଇଛନ୍ତି। ମାର୍ଚ୍ଚ ୧୬ ତାରିଖରେ ନବନିର୍ବାଚିତ ଭଗୱନ୍ତ ମାନ୍‌ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିପାରନ୍ତି ବୋଲି ‘ଆପ୍‌’ ସୂତ୍ରରୁ ଜଣାପଡ଼ିଛି। ରାଜ୍ୟପାଳଙ୍କୁ ଇସ୍ତଫା ପତ୍ର ଦେବା ପାଇଁ ଆଜି ଅପରାହ୍ନ ପ୍ରାୟ ସାଢ଼େ ୧୨ଟା ବେଳେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂହ ଚନ୍ନୀ ଚଣ୍ଡୀଗଡ଼ସ୍ଥିତ ରାଜଭବନକୁ … Continue reading ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଚରଣଜିତ୍‌ ଚନ୍ନୀ