ଶ୍ରୀଲଙ୍କାକୁ ୨୩୮ ରନରେ ହରାଇଲା ଭାରତ

ବେଙ୍ଗାଲୁରୁ : ବେଙ୍ଗାଲୁରୁ ଏମ.ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ଚାଲିଥିବା ୨ୟ ଟେଷ୍ଟରେ ଭାରତ ଶ୍ରୀଲଙ୍କାରୁ ୨୩୮ ରନରେ ହରାଇ ବଡ଼ ବିଜୟ ହାସଲ କରିଛି। ଭାରତ ନିଜର ପ୍ରଥମ ଇନିଂସରେ ୨୫୨ ରନ କରିଥିବାବେଳେ ଶ୍ରୀଲଙ୍କା ନିଜର ପ୍ରଥମ ଇନିଂସରେ ମାତ୍ର ୧୦୯ ରନ କରିଥିଲା। ଭାରତ ନିଜର ୨ୟ ଇନିଂସରେ ୩୦୩ ରନ କରି ଇନିଂସ ସମାପ୍ତି ଘୋଷଣା କରିଥିଲା। ଶ୍ରୀଲଙ୍କା ନିଜର ୨ୟ ଇନିଂସରେ ପୁଣି ଥରେ ବ୍ୟାଟିଂ … Continue reading ଶ୍ରୀଲଙ୍କାକୁ ୨୩୮ ରନରେ ହରାଇଲା ଭାରତ